ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

Aug 27, 2024 - 22:01
 40

ଭୁବନେଶ୍ୱର: ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ। ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ପ୍ରତ୍ୟାହାର କଲେ ଜଗନ୍ନାଥ। ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ କରିଛନ୍ତି ମମତା ମହାନ୍ତ। ପ୍ରତ୍ୟାହାର ନେଇ ନିଜ ପ୍ରତିକ୍ରିୟାରେ ଜଗନ୍ନାଥ କହିଲେ ଯେ ଦଳର ନେତୃତ୍ୱଙ୍କ ନିର୍ଦ୍ଦେଶରେ ନାମାଙ୍କନ ପ୍ରତ୍ୟାହାର କରିଛି। ପାର୍ଟିର ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା ଭାବେ ଦଳୀୟ ନିଷ୍ପତି ପାଳନ କରିଛି। ରାଜ୍ୟ ସଭା ଉପନିର୍ବାଚନ ପାଇଁ ସ୍ୱାଧୀନ ଭାବେ ନାମାଙ୍କନ ଦାଖଲ କରିଥିଲେ ଜଗନ୍ନାଥ ପ୍ରଧାନ।