ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା: ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଭୁବନେଶ୍ୱର: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ସାଲେପୁର ଅତିରିକ୍ତ ଦୌରା ଜଜ୍। ତେବେ ପ୍ରମାଣ ଅଭାବ ଯୋଗୁଁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ସୂଚନା ମିଳିଛି। ୨୦୨୧ ରେ ଘଟିଥିଲା ହତ୍ୟାକାଣ୍ଡ। କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥଲା।