ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସ୍କୁଲ୍ ଛୁଟି

Aug 30, 2024 - 12:41
 7

ଭୁବନେଶ୍ୱର: ଆଜି କୋରାପୁଟ ଓ ଗଜପତି ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏନେଇ ଦୁଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ପରେ ଏହି ନିଷ୍ପତ୍ତି ନିଆଯାଇଛି।