ଓଡ଼ିଶାରେ ଖୋଲିବ ୨୫ ନୂଆ ଅବକାରୀ ଥାନା

Aug 31, 2024 - 18:32
 9

ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ଆଉ ୨୫ ନୂଆ ଅବକାରୀ ଥାନା। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି କରାଯାଇଛି। ଗଞ୍ଜାମ, ବ୍ରହ୍ମପୁରରେ ୩ଟି ଲେଖାଏଁ ଅବକାରୀ ଥାନା ଖୋଲିବ। ସେପ୍ଟେମ୍ବର ୪ ତାରିଖରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହେବ।