ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

Sep 5, 2024 - 20:47
 8

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଲଘୁଚାପ ପ୍ରଭାବରେ ଆଜିଠୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହେବ ପ୍ରବଳ ବର୍ଷା।