କେନ୍ଦ୍ରାପଡ଼ାରେ ଭୟାବହ ଅଗ୍ନିକାଣ୍ଡ

Sep 6, 2024 - 22:31
 8

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା କାଟଣା ଗାଁରେ ଅଗ୍ନିକାଣ୍ଡ ଘଟିଛି।

ନିଆଁ ଲାଗି ଜଳିଗଲା ୪ ପରିବାରର ୮ ବଖରା ଘର ।

ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ପାଉଁଶ ହୋଇଥିବା ସୂଚନା।

ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଦ୍ଵାରା ନିଆଁକୁ ଆୟତ୍ତ କରାଯାଇଛି।