ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ

ଭୁବନେଶ୍ୱର: ଦିଲ୍ଲୀରେ ଥିବା ଓଡ଼ିଶା ଭବନ ଭାଙ୍ଗିବାକୁ ଓଡ଼ିଶା ସରକାର ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ବୋଲି ଜଣାପଡ଼ିଛି। ବିଭିନ୍ନ ଯାଞ୍ଚ ରିପୋର୍ଟରେ ଅସୁରକ୍ଷିତ ଦର୍ଶାଯାଇଥିବା ସୂଚନା। ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଘୋଷଣା ପରେ ଭାଙ୍ଗିବାକୁ ନିଷ୍ପତି ନିଆଯାଇଛି।