କାଲି ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Sep 14, 2024 - 21:06
 40

ପୁରୀ: ଆସନ୍ତାକାଲି ପୁରୀ ଶ୍ରୀମନ୍ଦିରରେ ଗରୁଡ଼ ପାର୍ଶ୍ୱ ପରିବର୍ତ୍ତନ ଦ୍ୱାଦଶୀ। ଦ୍ୱାଦଶୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବାମନ ଜନ୍ମ ନୀତି। ମଧ୍ୟାହ୍ନ ଧୂପ ପରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ।