ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ୫୦ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ବ

Sep 14, 2024 - 21:07
 5

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତକୁ ନେଇ ୫୦ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ସହ ଅନ୍ୟାନ୍ୟ ଦାୟିତ୍ବରେ ରହିବେ ଅଧିକାରୀ। 'ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବାକୁ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି।