ନିଲାମ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ

Oct 4, 2024 - 22:59
 8

ପୁରୀ: ନିଲାମ ହେଲା ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ । ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ସମୁଦାୟ ୧୦ ହଜାର ୩୨୨ କୁଇଣ୍ଟାଲ ଅର୍ପଣ ଚାଉଳ ନିଲାମ ହୋଇଥିବା ସୂଚନା ମିଳିଛି । ମୋଟ ୨ କୋଟି ୮୬ ଲକ୍ଷ ଟଙ୍କାରେ ଅର୍ପଣ ଚାଉଳକୁ ନିଲାମ କରାଯାଇଛି ।