ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ
ତେଲକୋଇ: ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ତେଲକୋଇ ବନ୍ଦ। ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଯାନବାହାନ ବନ୍ଦ ରହିବ। କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ବନ୍ଦ ସମର୍ଥକ।