ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ମୃତ
ବ୍ରହ୍ମପୁର: ଗତକାଲି ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲା MKCGରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବ୍ଲକ କାର୍ଯ୍ୟାଳୟ ଆଗରେ ଦେହରେ କିରାସିନି ଢାଳି ନିଆଁ ଲଗାଇଥିଲେ। କୁକୁଡାଖଣ୍ଡି ଗାଁର ଯୁବତୀ ଘରୋଇ କଳିରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଘଟଣାରେ ବାପାଙ୍କୁ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି।