କୋଷ୍ଟଗାର୍ଡ ଡିଆଇଜି ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ
ଭୁବନେଶ୍ୱର: ଭୁବନେଶ୍ବରରେ କୋଷ୍ଟଗାର୍ଡ ଡିଆଇଜି ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। କଳିଙ୍ଗ ଷ୍ଟାଡିୟମ୍ ଛକରେ କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀଙ୍କୁ କିଛି ମଦ୍ୟପ ଦୁର୍ବ୍ୟବହାର କରିଥିଲେ। ନୟାପଲ୍ଲୀ ଥାନାରେ ଅଭିଯୋଗ ପରେ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଛି ପୋଲିସ୍।