ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

Oct 19, 2024 - 20:23
 5

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି। ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରର ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବା ଆଶଙ୍କା କରାଯାଉଛି।