ଗ୍ୟାସ୍ ସିଲିଣ୍ଡର୍ ଫାଟି ଜଳିଗଲା ୧୨ ବଖରା ଘର

Oct 28, 2024 - 19:52
 36

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କମଳାପଦର ଗାଁରେ ଅଗ୍ନିକାଣ୍ଡ ଘଟିଛି। ଆଜି ଭୋର୍ ୪ଟା ସମୟରେ ଗ୍ୟାସ୍ ସିଲିଣ୍ଡର୍ ଫାଟି ଜଳିଗଲା ୪ଟି ପରିବାରର ୧୨ ବଖରା ଘର। କେହି ମୃତାହତ ହୋଇନଥିବା ସୂଚନା। ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଦ୍ଵାରା ନିଆଁକୁ ଆୟତ୍ତ କରାଯାଇଛି।