ଖୁବଶୀଘ୍ର ମିଳିବ ସୁଭଦ୍ରା ଟଙ୍କା

Oct 28, 2024 - 19:56
 25

ଭୁବନେଶ୍ୱର: ଓଡ଼ିଶାରେ ଖୁବ୍‌ ଶୀଘ୍ର ମିଳିବ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା। ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା।