କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ

Oct 30, 2024 - 00:03
 112

ଭୁବନେଶ୍ଵର: ଭୁବନେଶ୍ବରରେ ଥିବା ଜଣେ କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି। ରାତିରେ ହସ୍ପିଟାଲରେ କାର୍ଯ୍ୟରତ ଜଣେ ସୁରକ୍ଷାକର୍ମୀ ଅସଦାଚରଣ କରିଥିବା କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ମହିଳା। ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି ପୋଲିସ୍। ମହିଳା ଜଣକ ନବରଙ୍ଗପୁରରୁ ତାଙ୍କ ସ୍ବାମୀଙ୍କ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲ ଆସିଥିଲେ।