୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ

Oct 30, 2024 - 21:28
 36
୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ୱର: ସ୍ଥଗିତ ରହିଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ । ନଭେମ୍ବର ୧ ତାରିଖରୁ ହେବାକୁ ଥିବା ଆନ୍ଦୋଳନ ସ୍ଥଗିତ ରହିଥିବା ଜଣାପଡ଼ିଛି। ବିଜେପି ସଭାପତିଙ୍କ ସହ ଆଲୋଚନା ପରେ ସ୍ଥଗିତ ରହିଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଆନ୍ଦୋଳନ ସ୍ଥଗିତ ରଖାଯାଇଛି।