ଆଜି ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Oct 30, 2024 - 21:30
 4

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୮ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ଵିତୀୟ ଭୋଗମଣ୍ଡପ ପରେ ଆରମ୍ଭ ହେବ ଗୁପ୍ତନୀତି।