ଓଡ଼ିଶାରେ ନଭେମ୍ବର ୨୧ରୁ ଧାନକିଣା

Nov 4, 2024 - 20:44
 42

ଭୁବନେଶ୍ୱର: ଓଡ଼ିଶାର ବରଗଡ଼ ଜିଲ୍ଲାରୁ ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନକିଣା। କୁଇଣ୍ଟାଲ ୩୧୦୦ ଟଙ୍କାରେ ଧାନ କିଣିବେ ରାଜ୍ୟ ସରକାର। ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନ୍‌ପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ। ମଣ୍ଡିରୁ ରାଇସ ମିଲ୍‌ ଯାଏ ଧାନ ଗାଡ଼ିର ଗତିବିଧି ନଜରରେ ରହିବ।