ଆଜି ପବିତ୍ର ଅଁଳା ନବମୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼

Nov 10, 2024 - 19:25
 5

ପୁରୀ: ଆଜି ଆଜି ପବିତ୍ର ଅଁଳା ନବମୀ ଅବସରରେ ପୁରୀ ସାକ୍ଷୀଗୋପାଳ ମନ୍ଦିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଓଡ଼ିଆଣୀ ବେଶରେ ଦର୍ଶନ ଦେବେ ଶ୍ରୀରାଧା। ବର୍ଷକରେ ଥରେ ଏହି ଦୁର୍ଲଭ ବେଶ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ପରିଲକ୍ଷିତ ହୋଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।