ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ

Nov 11, 2024 - 20:14
 7

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ। ଅବକାଶ ନୀତି ପରେ ହରିହର ବେଶ ଅନୁଷ୍ଠିତ ହେବ। ୩୨ ପ୍ରକାର ଅଳଙ୍କାର ପରିଧାନ କରିଛନ୍ତି ବଡ଼ଠାକୁର। ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜଗନ୍ନାଥ।