ଖୋଲିଲା ପୁରୀ ଶ୍ରୀମନ୍ଦିରର ଚାରି ଦ୍ବାର

Nov 16, 2024 - 23:45
 38

ପୁରୀ : ଖୋଲିଲା ପୁରୀ ଶ୍ରୀମନ୍ଦିରର ଚାରି ଦ୍ବାର। ୪ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରୁଛନ୍ତି ଶ୍ରଦ୍ଧାଳୁ। ସିଂହଦ୍ବାରକୁ ଛାଡି ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ କରୁଛନ୍ତି ଶ୍ରଦ୍ଧାଳୁ। କେବଳ ସେବକ ଓ ପରିବାର ସଦସ୍ୟଙ୍କ ପାଇଁ ନିୟମ କୋହଳ କରାଯାଇଛି। ସବୁ ଦ୍ବାରରେ ପ୍ରବେଶ ଓ ପ୍ରସ୍ଥାନ କରୁଛନ୍ତି ସେବକ ପରିବାର।