ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ

Nov 18, 2024 - 22:05
 31

ସମ୍ବଲପୁର: ବିଦ୍ୟୁତ୍ ଆଘାତରେ ୩ ହାତୀଙ୍କ ମୃତ୍ୟୁ ହୋଇଛି। ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବୁରୋମାଲ ଜଙ୍ଗଲରେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ ଦୁଇ ବଡ଼ ହାତୀ ଓ ଗୋଟିଏ ଛୁଆ ହାତୀ। ବନ ବିଭାଗ ଦ୍ଵାରା ମୃତଦେହ ଉଦ୍ଧାର କରାଯାଇ ତଦନ୍ତ ଆରମ୍ଭ ହୋଇଛି।