ସେଞ୍ଚୁରିଆନ ବିଶ୍ବ ବିଦ୍ୟାଳୟରେ ଛାତ୍ର ମୃତ୍ୟୁ

Nov 18, 2024 - 22:08
 6

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଥିବା ସେଞ୍ଚୁରିଆନ ବିଶ୍ବ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ବରଗଡ଼ ଜିଲ୍ଲାର ମାନସ କମ୍ପ। ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲ ଯାଇଥିଲେ। ହସ୍ପିଟାଲରେ ମାନସଙ୍କୁ ମୃତ ଘୋଷଣା କଲେ ଡାକ୍ତର। ଘଟଣାକୁ ନେଇ ଛାତ୍ର ଅସନ୍ତୋଷ ଦେଖିବାକୁ ମିଳିଛି।