ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

Dec 16, 2024 - 22:45
 6

ଭୁବନେଶ୍ୱର: ଜାନୁଆରୀ ମାସରେ ୨ ଥର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ ଦିବସକୁ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜାନୁଆରୀ ୮,୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ। ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ଯ ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜାନୁଆରୀ ୨୮ ଓ ୨୯ ତାରିଖରେ ଆୟୋଜିତ ହେବ ଉତ୍କର୍ଷ ଓଡ଼ିଶା କନକ୍ଲେଭ। ଏହି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ