ଡ. ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

Dec 18, 2024 - 23:27
 5

ନୂଆଦିଲ୍ଲୀ: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଡ. ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। `ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ମିଳିବ ଏହି ସମ୍ମାନଜନକ ପୁରସ୍କାର। ଖ୍ୟାତନାମା ସାହିତ୍ୟିକ ପ୍ରଫେସର ଡ. ବୈଷ୍ଣବ ଚରଣ ସାମଲ ।