ମହୁମାଛି ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ମହୁମାଛି ଆକ୍ରମଣରେ ୨୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଡେରାବିଶ ବ୍ଲକ ରାମଚନ୍ଦ୍ର ଉଚ୍ଚବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବରେ ଅଘଟଣ ଘଟିଛି। ଆହତ ଛାତ୍ରଛାତ୍ରୀ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।