ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

Dec 19, 2024 - 19:23
 1

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି। ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନ ଓଡ଼ିଶା ଆସିବେ ଶାହ। ଭୁବନେଶ୍ବରରେ ବିଧାୟକଙ୍କ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେବେ।