ଆମ୍ବୁଲାନ୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

Dec 24, 2024 - 20:59
 12

ମୋହନା: ଗଜପତି ଜିଲ୍ଲାରେ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଫାର୍ମାସିଷ୍ଟ ହେଲେ ଗଣେଶ ବେହେରା। ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କ୍ବାଟ୍‌ର୍ସରୁ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।