ଭୁବନେଶ୍ବରରେ ରାଷ୍ଟ୍ରପତି

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ । ରାଷ୍ଟ୍ରପତିଙ୍କୁ ସ୍ବାଗତ କଲେ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ପ୍ରବାସୀ ଭାରତୀୟ ଦିବସ ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗଦେବେ।