ଆଜିଠୁ ୯ ଦିନ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

Jan 14, 2025 - 23:06
 6
ଆଜିଠୁ ୯ ଦିନ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ୯ ଦିନ ବନ୍ଦ ରହିବ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଜାନୁଆରୀ ୧୪ରୁ ୨୨ ଯାଏ ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଜାତୀୟ ଉଦ୍ୟାନ। ଏହି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ।