ବିବାଦ ଯୋଗୁଁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

Jan 14, 2025 - 23:07
 6

ଭୁବନେଶ୍ୱର: ଭୁବନେଶ୍ୱର ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ ହୋଇଥିବା ଜଣାପଡ଼ିଛି। ବିବାଦରୁ ରାତି ସାଢ଼େ ୮ରୁ ବନ୍ଦ ରହିଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି। ବଡ଼ୁ ସେବାୟତ ବାରମ୍ବାର ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି।