ନନ୍ଦନକାନନରେ ଛୁଆ ହାତୀର ମୃତ୍ୟୁ

Jan 23, 2025 - 00:16
 6

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଛୁଆ ହାତୀର ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରୁ ଉଦ୍ଧାର ଛୁଆ ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୫ରୁ ୬ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା।