ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୁରୀ ଜିଲ୍ଲା କୋଣାର୍କ ଚନ୍ଦ୍ରଭାଗା। ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଭୋରରୁ ବୁଡ଼ ପକାଇଲେଣି ଲକ୍ଷାଧିକ ଲୋକ। ପ୍ରଶାସନ ପକ୍ଷରୁ ସୁରକ୍ଷା କଡ଼ାକଡ଼ି କରାଯାଇଛି।