ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Feb 5, 2025 - 20:14
 6

ପୁରୀ: ଆଜି ୫ ଘଣ୍ଟା ବନ୍ଦ ରହିବ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ। ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ଦ୍ବିତୀୟ ଭୋଗମଣ୍ଡପ ପରେ ହେବ ବନକଲାଗି ନୀତି।