୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Feb 11, 2025 - 22:27
 2

ପୁରୀ: କାଲି ଓ ପହରଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିରେ ମରାମତି କାର୍ଯ୍ୟ। ଶ୍ରୀଜିଉଙ୍କ ଗଜଉଦ୍ଧାରଣ ବେଶ ପାଇଁ ହେବ ବିଶେଷ ନୀତି। ନୀତି ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ।