ଆଜିଠୁ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ

Feb 13, 2025 - 19:46
 47

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟ ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ଫେବୃୟାରୀ ୧୭ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଆସନ୍ତା ୨୯ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍।