ଆଗାମୀ ୨୪ ଘଣ୍ଟାରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

Feb 19, 2025 - 19:54
 2

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ବର୍ଷା ପାଇଁ ୩ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ଵର ଓ କେନ୍ଦୁଝର। ୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ସମ୍ଭାବନା ରହିଛି। ୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା ଆର୍ଲଟ ୬ ଜିଲ୍ଲାକୁ - ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର ଓ କଟକରେ ମଧ୍ୟ ହୋଇପାରେ ହାଲୁକାରୁ ମଧ୍ୟମ ବର୍ଷା ।