ଆଠଗଡ଼ରେ ଦନ୍ତା ହାତୀର ମୃତ୍ୟୁ
ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ ରେଞ୍ଜ କୁଲାଇଲୋ ପଡ଼ିଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ବିଦ୍ୟୁତ ସଂସ୍ପର୍ଶରେ ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଆଠଗଡ଼ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଦ୍ୟୁତ୍ ବିଭାଗର ଅବହେଳା ଯୋଗୁଁ ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।