ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ହୋଇଛି। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ୬୬ ବର୍ଷରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି। ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଥିଲେ ଉତ୍ତମ। ୧୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।