୪୮ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ୪୮ ଅଧିକାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା କରିଥିବା ଅଭିଯୋଗରେ ଦରମା ବନ୍ଦ ନିର୍ଦ୍ଦେଶ ଦେଲେ କଟକର ଅତିରିକ୍ତ ଜିଲ୍ଲାପାଳ । ଫେବୃଆରୀ ମାସର ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି। ଜିଲ୍ଲାର ଟ୍ରେଜେରୀ ଅଫିସରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଥିବା ସୂଚନା।