ଗୁଣି ସନ୍ଦେହରେ ଜଣଙ୍କୁ ହତ୍ୟା, ୪ ଗୁରୁତର

Mar 5, 2025 - 23:27
 5

ଟିଟିଲାଗଡ଼: ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ଆଟଗାଁରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ଦୁଇ ପଡ଼ୋଶୀ ମଧ୍ୟରେ ସଂଘର୍ଷ ହେବାରୁ ୨ ପକ୍ଷରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି