ଭଦ୍ରକରେ ଥାନା ଆଗରେ ମହିଳାଙ୍କ ଆତ୍ମହୁତି ଉଦ୍ୟମ

Mar 11, 2025 - 22:39
 60

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଆଗରେ ଜଣେ ମହିଳା ଆତ୍ମହୁତି ଉଦ୍ୟମ କରିଛନ୍ତି। ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ସୂଚନା। ଗତ ୨୮ ତାରିଖରେ ମହିଳାଙ୍କୁ ଶାଶୁଘର ଲୋକେ ଆକ୍ରମଣ କରିଥିଲେ। ଅଭିଯୋଗ ପରେ ବି ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ନେଉନଥିବା କହିଛନ୍ତି ମହିଳା।