ଅଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Mar 19, 2025 - 22:08
 6

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହଙ୍କ ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ପରେ ୫ ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ।