ଜଷ୍ଟିସ ଟଣ୍ଡନ ହାଇକୋର୍ଟ ମୁଖ୍ୟ ବିଚାରପତି

Mar 21, 2025 - 21:23
 33

କଟକ: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ମିଳିଛି। ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଷ୍ଟିସ ଟଣ୍ଡନଙ୍କ ନିଯୁକ୍ତି ନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ କଲିକତା ହାଇକୋର୍ଟ ବିଚାରପତି ଅଛନ୍ତି ଜଷ୍ଟିସ୍ ଟଣ୍ଡନ ।