ଯାଜପୁରର ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

Mar 27, 2025 - 22:21
 17
ଯାଜପୁରର ପ୍ରସିଦ୍ଧ ବାରୁଣୀ ସ୍ନାନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର: ଯାଜପୁରର ପ୍ରସିଦ୍ଧ ବାରୁଣୀ ସ୍ନାନ ବାରୁଣୀରେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ବୈତରଣୀ ନଦୀର ଦଶାଶ୍ବମେଧ ଘାଟରେ ବୁଡ଼ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଋଷିକୁଲ୍ୟା ଓ ବଡ଼ ନଦୀ ସଙ୍ଗମ ସ୍ଥଳରେ ବୁଡ଼ ପକାଉଥାନ୍ତି ଲୋକେ। ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ସହ ଅସ୍ଥି ବିସର୍ଜନ କରାଯାଉଛି।