ଆଜି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି

Mar 31, 2025 - 19:05
 3

ପୁରୀ: ଆଜି ଚୈତ୍ର ଶୁକ୍ଳ ଦ୍ୱିତୀୟା ତିଥି ଅବସରରେ ପୁରୀ ଶ୍ରୀମନ୍ଦିରରେ ହେବ ଖସାପଡ଼ା ଲାଗୀ ନୀତି। ମହାପ୍ରଭୁଙ୍କ ଗୁପ୍ତ ନୀତି କରିବେ ଦଇତାପତି। ସେଥି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ। ଅପରାହ୍ନ ୫ଟା ରୁ ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ।