କମିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର
ଭୁବନେଶ୍ୱର: କମିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର । ୪୧ ଟଙ୍କା କମିଲା ୧୯ କେଜି ଏଲ୍ ପି ଜି କମର୍ସିଆଲ ଗ୍ୟାସ୍ ଦର। ଦିଲ୍ଲୀରେ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ୍ ଦର। ଆଜିଠାରୁ ନୂତନ ଗ୍ୟାସ ଦର ୧୭୬୨ ଟଙ୍କା ଲାଗୁ।