ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

Apr 5, 2025 - 22:28
 31

ଭୁବନେଶ୍ୱର: ଆଜି ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା ରହିଛି। ଝଡ଼ବର୍ଷା ପାଇଁ ୮ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ରାୟଗଡ଼ା, ମାଲକାନାଗିରି ଓ କୋରାପୁଟ ଜିଲ୍ଲାରେ ପବନ ସହ ଘଡ଼ଘଡ଼ି ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।